• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର : ଚିଟ୍‌ଫଣ୍ଡ କେଳେଙ୍କାରୀର ତଦନ୍ତକାରୀ କମିଶନ୍ ଦାଖଲ କରିଛନ୍ତି ପଞ୍ଚମ ଅନ୍ତରୀଣ ରିପୋର୍ଟ। ଚିଟ୍‌ଫଣ୍ଡ କେଳେଙ୍କାରୀର ତଦନ୍ତ କରୁଥିବା କମିଶନ୍ ଜଷ୍ଟିସ ଏମ୍.ଏମ୍ ଦାସ କମିଶନଙ୍କ ତରଫରୁ ତାଙ୍କ ସଚିବ ୫ମ ମଧ୍ୟବର୍ତ୍ତୀକାଳୀନ ରିପୋର୍ଟ ରାଜ୍ୟ ଗୃହ ସଚିବଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି।

ପଞ୍ଚମ ପର୍ଯ୍ୟାୟରେ ସତ୍ୟପାଠ ଯାଞ୍ଚ ପରେ କମିଶନ ଏହି ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ପର୍ଯ୍ୟାୟରେ ୨ ଲକ୍ଷ ୫୨ ହଜାର ସତ୍ୟପାଠ ଯାଞ୍ଚ କରାଯାଇ କ୍ଷୁଦ୍ର ଜମାକାରୀଙ୍କୁ କମିଶନଙ୍କ ପକ୍ଷରୁ ଚିହ୍ନଟ କରାଯାଇଛି।  ଏହାପୂର୍ବରୁ ୨୦୧୮ ଜାନୁୟାରୀ ୧୮ରେ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଥିଲେ କମିଶନ।

Mm-das-commission-report
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories