କାଲିଠୁ ଟ୍ୱିନ୍‌ ସିଟିରେ ଗଡ଼ିବ ‘ମୋ ବସ୍’

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଚାଲିବ ମୋ ବସ୍। ଭୁବନେଶ୍ୱର ଓ କଟକରେ ୭ଟି ରୁଟ୍‌ରେ ଚାଲିବ ମୋ ବସ୍। ୭ଟି ରୁଟ୍‌ରେ ବିନା ଶୀତତାପ ନିୟନ୍ତ୍ରିତ ବସ୍ ଚଳାଚଳ କରିବ। ତେବେ ଏୟାରପୋର୍ଟ-ସିଡିଏ, ନନ୍ଦନବିହାର-ଲିଙ୍ଗିପୁର, ମାଷ୍ଟରକ୍ୟାଣ୍ଟିନ-ସିଡିଏ ଚାଲିବ।

ସେହିପରି ମାଷ୍ଟରକ୍ୟାଣ୍ଟିନ-ଖୋର୍ଦ୍ଧା, ମାଷ୍ଟରକ୍ୟାଣ୍ଟିନ-ସମ୍ ହସ୍ପିଟାଲ, ଡୁମୁଡୁମା-ମଞ୍ଚେଶ୍ୱର ଚାଲିବ। ଏବେ ମୋ ବସ୍ ଏବେ ଶ୍ରମିକଙ୍କୁ ନେବା ଆଣିବା କରୁଛି।

You might also like