ଆଜିଠୁ ପିପିଲିକୁ ଗଡ଼ିଲା ‘ମୋ ବସ୍’

ପୁରୀ: ବହୁଦିନର ଦାବି ପରେ ଭୁବନେଶ୍ୱରରୁ ପୁରୀ ଜିଲ୍ଲାକୁ ଆଜିଠୁ ଆରମ୍ଭ ହେଲା ମୋ ବସ ସେବା । ପିପିଲି ବିଧାୟକ ପ୍ରଦୀପ ମହାରଥୀ ଏହାର ଉଦଘାଟନ କରିବା ସହ ମୋ ବସରେ ବସିଥିଲେ।

ଏହି ବସ୍‌ ପିପିଲି ଯିବା ରାସ୍ତାରେ ଦାଣ୍ଡମୁକୁନ୍ଦପୁରରେ ଷ୍ଟପେଜ ରହିବ।  ଏହାକୁ ନେଇ ଯାତ୍ରୀ ଖୁସି ବ୍ୟକ୍ତ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ।

ଭୁବନେଶ୍ୱରରୁ ପିପିଲିକୁ ମୋ ବସ୍‌ରେ ଭଡ଼ା ୩୦ ଟଙ୍କା ରହିଥିବା ବେଳେ ବସ୍‌ରେ ଚଢିବା ବେଳେ ପ୍ରପର ସାନିଟାଇଜ ଏବଂ ମାସ୍କ ବାଧ୍ୟତାମୂଳକ କରାଯାଇଛି।

 

ଆହୁରି ପଢ଼ନ୍ତୁ

କଟକରୁ ୩୮ କରୋନା ଆକ୍ରାନ୍ତ ଚିହ୍ନଟ; ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ୍

ବିଏମ୍‌ସି ଅଞ୍ଚଳରେ ସମାବେଶ ଉପରେ କଟକଣା

ସମ୍ପନ୍ନ ହେଲା ନୀଳାଦ୍ରି ବିଜେ: ନୀଳକନ୍ଦରକୁ ବାହୁଡ଼ିଗଲେ ଚତୁର୍ଦ୍ଧାମୂରତି

ବାହାଘରରେ କରୋନା କଟକଣା ଉଲ୍ଲଙ୍ଘନ: ହୋଟେଲ୍ ସିଲ୍‌, ୫ ଗିରଫ

କିଡନୀ ରୋଗ ବୃଦ୍ଧିକୁ ନେଇ ଅନୁଗୋଳ ଜିଲ୍ଲାରେ ଆତଙ୍କ

ପଜିଟିଭ୍‌ରେ ରେକର୍ଡ ଭାଙ୍ଗୁଛି ଗଞ୍ଜାମ, ମୃତ୍ୟୁରେ ବି ନମ୍ବର ଓ୍ୱାନ୍

ଖଣ୍ଡଗିରି, ଉଦୟଗିରି ଓ ଧଉଳି ସହିତ ୬ରେ ଖୋଲିବ ଓଡ଼ିଶାର କିଛି ଦର୍ଶନୀୟ ସ୍ଥାନ

ଆଜି ୨୨୯ କରୋନା ଆକ୍ରାନ୍ତ ସୁସ୍ଥ; ଗଂଜାମରୁ ସର୍ବାଧିକ

କେନ୍ ଭିତରେ ମୁଣ୍ଡ ଫସି ଛଟପଟ ହେଉଥିଲା ନାଗ; ଟିଣକୁ କାଟିବା ପରେ…

ବାହାଘର ଖୁସିରେ ଭୁଲିଗଲେ ନିୟମ; ଫାଇନ୍‌ ସହ ଥାନାରେ ମାମଲା

୧୪ ଜିଲ୍ଲାବାସୀଙ୍କ ପାଇଁ କଟକଣା, ରାଉରକେଲା ଆସିଲେ ଆଗେ କ୍ୱାରେଣ୍ଟିନ ଯିବ

କରୋନାର କରାଳ ରୂପ: ୪ ଦିନରେ ୯ ମୃତ, ୧୫୩୬ ଆକ୍ରାନ୍ତ

You might also like