ଚିହ୍ନଟ ହେଲା ରାଜଧାନୀର ଯୌନ ପିପାସୁ

ଭୁବନେଶ୍ୱର: କିଛି ଦିନ ତଳେ ଭୁବନେଶ୍ୱର ଲକ୍ଷ୍ମୀସାଗର ଅଞ୍ଚଳରେ ଜଣେ ନାବାଳିକାକୁ ବିଚ୍ ରାସ୍ତାରେ ଅସଦାଚରଣ କରିଥିବା ଅଭିଯୁକ୍ତକୁ ଚିହ୍ନଟ କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ପୁଲିସ୍ କମିଶନର ସୁଧାଂଶୁ ଷଡ଼ଙ୍ଗୀ।

ଲକ୍ଷ୍ମୀସାଗର ଅଞ୍ଚଳରେ ଜଣେ ନାବାଳିକା ଟ୍ୟୁସନ ଯାଉଥିବା ବେଳେ  ଅଭିଯୁକ୍ତ ଜଣ ନାବାଳିକାଙ୍କୁ ଅନେକ ସମୟ ପିଛା କରିବା ପରେ, ରାସ୍ତାରେ ଅଟକାଇ ଅସଦାଚରଣ କରିଥିଲା। ଯାହାର ଦୃଶ୍ୟ ସିସିଟିଭିରେ କଏଦ ହୋଇଥିଲା।

ପରିବାର ଲୋକଙ୍କ ଅଭିଯୋଗର ପ୍ରାୟ ଏକ ସପ୍ତାହ ପରେ ମଧ୍ୟ ପୁଲିସ ଅଭିଯୁକ୍ତକୁ ଧରିପାରିନଥିଲା।  ଓଟିଭିରେ ଏହି ଖବର ପ୍ରସାରଣ ପରେ ରାଜଧାନୀରେ ଚାଞ୍ଜଲ୍ୟ ଖେଳି ଯାଇଥିଲା। ରାଜଧାନୀର ଏହି ଯୌନ ପିପାସୁକୁ ଧରିବାକୁ ତତ୍ପର ହୋଇ ଉଠିଥିଲା କମିଶନରେଟ ପୁଲିସ୍। ବହୁ କସରତ ପରେ ତାକୁ ଚିହ୍ନଟ କରାଯାଇଛି। ଏବଂ ଖୁବ୍ ଶୀଘ୍ର କାବୁ କରିବ ବୋଲି ସୂଚନା ଦେଇଛନ୍ତି ପୁଲିସ କମିଶନର।

 

ଆହୁରି ପଢ଼ନ୍ତୁ

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

ଜେଲ୍‌ ଗଲେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ

You might also like