ସପ୍ତାହାନ୍ତ ଶଟ୍‌ଡାଉନ୍‌ ତାଲିକାରେ ସାମିଲ୍‌ ହେଲା ଏସବୁ ଜିଲ୍ଲା

ଭୁବନେଶ୍ୱର: ୧୦ଟି ଜିଲ୍ଲାରେ ଶନିବାର ଓ ରବିବାର ସଟଡାଉନ ନେଇ ପୂର୍ବରୁ ସରକାର ଘୋଷଣା କରିଥିବା ବେଳେ ଏବେ ଏହି ତାଲିକାରେ ଯୋଡି ହୋଇଛି ଆଉ କିଛି ଜିଲ୍ଲା। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି  ସପ୍ତାହାନ୍ତ ସଟ୍‌ଡାଉନ ପାଳନ ପାଇଁ ସମ୍ପୃକ୍ତ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ଏହି ଜିଲ୍ଲାଗୁଡିକ ହେଉଛି କୋରାପୁଟ, ବଲାଙ୍ଗିର, ଢେଙ୍କାନାଳ, କେନ୍ଦ୍ରାପଡ଼ା ।

ଜୁଲାଇ ମାସର ପ୍ରତ୍ୟେକ ଶନିବାର ଓ ରବିବାର ସଟ୍ ଡାଉନ ଲାଗୁ ହେବ । ବରଗଡ଼ ଜିଲ୍ଲାରେ କେବଳ ସହରାଞ୍ଚଳଗୁଡ଼ିକୁ ଆସନ୍ତା ଶନି ଓ ରବିବାର ସଟ୍ ଡାଉନ ଘୋଷଣା କରାଯାଇଛି। ରାୟଗଡ଼ା ଜିଲ୍ଲାରେ ଅନ୍ୟାଦେଶ ପର୍ଯ୍ୟନ୍ତ ଶନି ଓ ରବିବାର ସଟ୍‌ଡାଉନ ପାଇଁ ନିର୍ଦ୍ଦେଶି ଦିଆଯାଇଛି । ପୂର୍ବରୁ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାରେ ସପ୍ତାହାନ୍ତ ସଟ୍ ଡାଉନ ଘୋଷଣା କରାଯାଇଥିଲା ।

ଅନ୍ୟପକ୍ଷେ କଟକ ମହାନଗର ନିଗମ ଅଫିସ୍‌କୁ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କୁ ଆସିବାକୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

ରାଜ୍ୟରେ ଆଉ ୧୧ ଜୀବନ ନେଲା କରୋନା

You might also like