ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୧ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର,  ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କଟକ, ଢେଙ୍କାନାଳ ଓ  ନବରଙ୍ଗପୁର। ଅପରାହ୍ଣ ୧ଟା ୩୦ ଯାଏ ସତର୍କ ରହିବାକୁ ଏହି ୧୧ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

You might also like