ଚଳିତ ଆର୍ଥିକ ବର୍ଷ ରାଜ୍ୟରେ ୨ଗୁଣରୁ ଅଧିକ ପକ୍କା ଘର ନିର୍ମାଣ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ଚଳିତ ଆର୍ଥିକ ବର୍ଷ ରାଜ୍ୟରେ ୨ଗୁଣରୁ ଅଧିକ ପକ୍କା ଘର ନିର୍ମାଣ ହୋଇଛି। ଚଳିତ ଆର୍ଥିକ ବର୍ଷ ନିର୍ମାଣ ହୋଇଛି ୧ ଲକ୍ଷ ୧୪ ହଜାର ୬୪୪ ପକ୍କା ଘର। ଏହା ଗତ ଆର୍ଥିକ ବର୍ଷଠାରୁ ଦୁଇ ଗୁଣ ଅଧିକ।

୨୦୧୪-୧୫ରୁ ଏଯାଏଁ ୨୬ ଲକ୍ଷ ୮୪ ହଜାର ୮୧୮ ପକ୍କା ଘର ନିର୍ମାଣ ସରିଛି। ଶୀଘ୍ର ଘର ଶେଷ କରିବା ଲାଗି ୮୨୮ କୋଟିର ପ୍ରୋତ୍ସାହନ ରାଶି ଦିଆଯାଇଛି। ଶ୍ରୀଘ୍ର ଗୃହ ନିର୍ମାଣ କରିବା ପାଇଁ ରାଜ୍ୟ ସରକାର ବିଜୁ ପକ୍କା ଘର ଯୋଜନାରୁ ହିତାଧିକାରୀମାନଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରୁଛନ୍ତି।

୪ ମାସରେ ଗୃହ ନିର୍ମାଣ କରିଥିବା ବ୍ୟକ୍ତିଙ୍କୁ ୨୦ ହଜାର ଏବଂ ୬ ମାସରେ ଗୃହ ନିର୍ମାଣ କରିଥିବା ବ୍ୟକ୍ତିଙ୍କୁ ୧୦ ହଜାର ପ୍ରୋତ୍ସାହନ ରାଶି ଯୋଗାଇ ଦିଆଯାଇଥିବା ନେଇ ସୂଚନା ଦେଲେ ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା।

ଆହୁରି ପଢ଼ନ୍ତୁ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

You might also like