ପୁଅକୁ ରକ୍ଷା କରିବାକୁ ଯାଇ କୂଅକୁ ଡେଇଁ ପଡିଲେ ମା

ଢେଙ୍କାନାଳ: ନିଜ ସନ୍ତାନର ଜୀବନ ରକ୍ଷା ପାଇଁ ତାର ମା ମୃତ୍ୟୁ ଆଗକୁ ଡେଇଁପଡେ। କିନ୍ତୁ ଶେଷରେ ଉଭୟ ମା ଓ ପୁଅଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ପର୍ଜଙ୍ଗ ଥାନା ତୋରଡ଼ାନାଳି ଗାଁରେ।

ଏକ ୩ ବର୍ଷର ପୁଅ ପିଲା ଖେଳୁଥିବା ବେଳେ କୌଣସି କାରଣରୁ କୂଅ ଭିତରେ ଖସି ପଡ଼ିଥିଲା। ପୁଅକୁ ବଞ୍ଚାଇବାକୁ ଯାଇ ତାଙ୍କ ମା ମଧ୍ୟ ତତକ୍ଷଣାତ କୂଅ ମଧ୍ୟକୁ ଡେଇଁ ପଡ଼ିଥିଲେ। ପରେ କୂଅରୁ ଉଭୟଙ୍କ ମୃତଦେହ ଉଦ୍ଧାର କରିଛନ୍ତି ଗ୍ରାମବାସୀ। 

 

ଆହୁରି ପଢ଼ନ୍ତୁ

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଅକ୍ଟୋବରରୁ ୫୦% କର୍ମଚାରୀରେ ଚାଲିବ ଅଫିସ

ଉପନିର୍ବାଚନ ପାଇଁ ସରକାରଙ୍କ ତତ୍ପରତା; ଭୋଟର୍‌ଙ୍କୁ ଟାଣିବାକୁ ପ୍ରତିଶ୍ରୁତି ପର୍ବ ଆରମ୍ଭ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ; ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ହାଇକୋର୍ଟ

ବିରୋଧୀଙ୍କ ବିରୋଧ ସତ୍ତ୍ୱେ ଓଡ଼ିଶା ସଂକ୍ରାମକ ରୋଗ ସଂଶୋଧନ ବିଲ୍ ପାରିତ

ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

ଅନୁସୂଚିତ ଜାତିଙ୍କ ଜମି ହଡ଼ପ ଅଭିଯୋଗ ଆଣିଲେ ପ୍ରଦୀପ ମାଝୀ

ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ବିରୋଧରେ ABVP ଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱରର ଏହି ସ୍ଥାନରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

You might also like