ରାଜ୍ୟରେ ପରିବର୍ତ୍ତନର ଆହ୍ୱାନ ଦେଲେ କେନ୍ଦ୍ରମନ୍ତ୍ରୀ ମୁକ୍ତାର ଆବାସ ନକଭି

ସାଲେପୁର(ମନୋଜ ଆଚାର୍ଯ୍ୟ): କଟକରେ କେନ୍ଦ୍ରମନ୍ତ୍ରୀ ମୁକ୍ତାର ଆବାସ ନକଭିଙ୍କ ରୋଡ ଶୋ। କଟକ-ବାରବାଟୀ ନିର୍ବାଚନମଣ୍ଡଳୀରେ ବିଜେପି ବିଧାୟକ ପ୍ରାର୍ଥୀ ସମୀର ଦେଙ୍କ ପାଇଁ ଭୋଟ୍ ଭିକ୍ଷା କରିଥିଲେ ମୁକ୍ତାର। କଟକର କଦମ୍-ଏ-ରସୁଲ ଯାଇ ଭୋଟରଙ୍କୁ ଆକୃଷ୍ଟ କରିଥିଲେ।

ଏହା ପୂର୍ବରୁ କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସାଲେପୁରରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଥିଲେ। ରାଜ୍ୟରେ ପରିବର୍ତ୍ତନ ପାଇଁ ଆହ୍ୱାନ ଦେଇଥିଲେ ମୁକ୍ତାର ନକଭି।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁ ପରିବର୍ତ୍ତନର ନାରା ଦେଇଛନ୍ତି ସେଥିରେ ଓଡିଶା ସାମିଲ ହେବାର ସମୟ ଆସିଛି ବୋଲି ସେ କହିଥିଲେ।

ମୋଦି ସରକାରରେ ସଂଖ୍ୟାଲଘୁ ବହୁତ ସୁରକ୍ଷିତ ବୋଲି କହିଥିଲେ। ସାଲେପୁର ସମାବେଶ ଅବସରରେ ବିଜେପିର କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ। ଟାଙ୍ଗିରେ ଓଭରବ୍ରିଜ୍‌ ନିର୍ମାଣରେ ରାଜ୍ୟ ସରକାର ବାରମ୍ବାର ବାଧା ସୃଷ୍ଟି କରୁଥିଲେ ବୋଲି ଅଭିଯୋଗ କରିଛନ୍ତି ବୈଜୟନ୍ତ ପଣ୍ଡା।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

You might also like