ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ପଦଯାତ୍ରାରେ ବାହାରିଲେ ସମାଜସେବୀ ମୁକ୍ତିକାନ୍ତ

ରାଉରକେଲା: ରାଉରକେଲାରୁ ଭୁବନେଶ୍ୱରକୁ ପଦଯାତ୍ରାରେ ବାହାରିଥିବା ସମାଜସେବୀ ମୁକ୍ତିକାନ୍ତ ବିଶ୍ୱାଳଙ୍କୁ ଝାରସୁଗୁଡ଼ାରେ ବିଭିନ୍ନ ସଂଗଠନ ପକ୍ଷରୁ ଉଚ୍ଛ୍ୱସିତ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ରାଉରକେଲାରେ ଦ୍ୱିତୀୟ ବ୍ରାହ୍ମଣୀ ସେତୁ ଓ ସୁପର ସ୍ପେଶାଲିଟି ହସ୍ପିଟାଲ ଦାବି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ପାଇଁ ରାଉରକେଲାରୁ ଭୁବନେଶ୍ୱରକୁ ମୁକ୍ତିକାନ୍ତ ପାଦରେ ଚାଲିଚାଲି ଯାଉଛନ୍ତି।  ତାଙ୍କର ୨ଜଣ ସହଯୋଗୀ ମଧ୍ୟ ପଦଯାତ୍ରା କରୁଛନ୍ତି। ସେମାନେ ଝାରସୁଗୁଡ଼ାରେ ପହଞ୍ଚିବା ପରେ ସେମାନଙ୍କୁ ବିଭିନ୍ନ ଛକ ଓ ସ୍ଥାନ ମାନଙ୍କରେ ବିଭିନ୍ନ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି।

ଆହୁରି ପଢ଼ନ୍ତୁ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

You might also like