ଜମି ନେଇଗଲା ଜୀବନ

କେନ୍ଦ୍ରାପଡ଼ା: ଜମି ନେଲା ଜୀବନ। ଗାଁ ଦାଣ୍ଡରେ ଜଣେ ବୃଦ୍ଧଙ୍କୁ ପିିଟି ପିଟି ହତ୍ୟା କରିଦେଲେ। ଏପରି  ଘଟଣା ଘଟିଛି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳରେ। ମୃତକ ହେଉଛନ୍ତି ଧରଣୀଧର ଦାସ ।

ସୁରଞ୍ଜନ ମଣ୍ଡଳ ଏବଂ ଧରଣୀଧରଙ୍କ ମଧ୍ୟରେ ପୂର୍ବରୁ ଜମିଜମା ବିବାଦ ଲାଗି ରହିଥିଲା। ଗତକାଲି ସଂଧ୍ୟାରେ ଗଣ୍ଡଗୋଳ ଉଗ୍ର ରୂପ ନେଇଥିଲା।

ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ଲାଗିଥିବାବେଳେ ସୁରଞ୍ଜନ ହଠାତ୍‌ ଉତ୍ତ୍ୟକ୍ତ ହୋଇ ଧରଣୀଧରଙ୍କୁ ଗାଁ ଦାଣ୍ଡରେ ଠେଙ୍ଗାରେ ପିଟି ଥିଲା। ଫଳରେ ଧରଣୀଧରଙ୍କର ମୃତ୍ୟୁ ଘଟିଥିଲା।

ଏନେଇ ଧରଣୀଧରଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିବାବେଳେ ଅଭିଯୁକ୍ତ ଫେରାର ଅଛନ୍ତି।  ପୋଲିସ ଅଭିଯୁକ୍ତର ମା’ଙ୍କୁ ରାଜନଗର ଥାନାରେ ଅଟକ ରଖି ପଚରାଉଚରା କରୁଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like