ଏଲ୍‌ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବୋଲାଣିପସି-କଣ୍ଟିଆପୋଡ଼ା ରାସ୍ତାରେ ଏଲ୍ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କ ନାଁ ଭୀମସେନ ମହାନ୍ତ।

ଗତକାଲି ଦିନ ୩ଟା ବେଳେ ଭୀମସେନ ସାହାରାପୋଡ଼ାର ଦିଗପସିରୁ କେନ୍ଦୁଝର ଯିବାବେଳେ ୨ ଜଣ ଦୁର୍ବୃତ୍ତ ପଲସର ବାଇକ୍‌ରେ ଆସି ତାଙ୍କୁ ଠେଲି ଦେଇଥିଲେ। ଏହାସହ ବ୍ଲେଡ୍‌ ମଧ୍ୟ ମାରି ଦେଇଥିଲେ।

ତେବେ ଭୀମସେନ ହେଲ୍‌ମେଟ୍‌ ମାଧ୍ୟମରେ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ୨ ଦୁର୍ବୃତ୍ତ ତାଙ୍କ ପର୍ସ ଓ ଟଙ୍କା ବ୍ୟାଗ୍‌ ନେଇଯାଇଥିଲେ।

ପର୍ସରେ ୫ ହଜାର ଓ ବ୍ୟାଗରେ ଥିବା ୧୮ ହଜାର ଟଙ୍କା ଲୁଟ୍ ହୋଇଥିବା ଭୀମସେନ କହିଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like