ରେଳ ଧାରଣାରୁ ୨ ମୃତଦେହ ଉଦ୍ଧାର
ବ୍ରହ୍ମପୁର(ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଆଙ୍କୁଲି ଝାମି ମନ୍ଦିର ନିକଟ ରେଳ ଧାରଣାରୁ ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଥିବା ବେଳେ ଜଣେ ମହିଳା ଅଛନ୍ତି। ଟ୍ରେନ୍ରେ କଟି ଉଭୟଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିଚୟ ମିଳି ପାରି ନାହିଁ ।
ବ୍ରହ୍ମପୁର(ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଆଙ୍କୁଲି ଝାମି ମନ୍ଦିର ନିକଟ ରେଳ ଧାରଣାରୁ ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଥିବା ବେଳେ ଜଣେ ମହିଳା ଅଛନ୍ତି।
ଟ୍ରେନ୍ରେ କଟି ଉଭୟଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିଚୟ ମିଳି ପାରି ନାହିଁ ।