କାଲିଠୁ ୨ ଦିନ ପାଇଁ ସଟ୍‌ଡାଉନ୍‌ ହେବ ଓଡ଼ିଶାର ଏହି ଜିଲ୍ଲା

ନବରଙ୍ଗପୁର: ଆସନ୍ତାକାଲିଠୁ ଦୁଇ ଦିନ ପାଇଁ ନବରଙ୍ଗପୁର ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। କାଲି ସକାଳ ୫ରୁ ୨୨ ତାରିଖ ମଧ୍ୟରାତ୍ର ଯାଏ ସଟ୍‌ଡାଉନ୍‌ କଟକଣା ଲାଗୁ ହେବ।

ନବରଙ୍ଗପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲାପାଳ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି।

ସଟ୍‌ଡାଉନ୍‌ ସମୟରେ ସକାଳ ୬ରୁ ଦିନ ୧ଟା ମଧ୍ୟରେ ଦୋକାନ ଖୋଲା ରହିବ। କେବଳ କ୍ଷୀର, ପରିବା, ଗ୍ରୋସେରୀ ଦୋକାନ ଏହି ସମୟରେ ଖୋଲା ରହିବ।

ନବରଙ୍ଗପୁରରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ସେଥିମଧ୍ୟରୁ ୧୨୭ଜଣ ସୁସ୍ଥ ହୋଇଥିବା ବେଳେ ୨୯ଜଣ ଚିକିତ୍ସାଧୀନ ଅଛନ୍ତି। କରୋନାରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି।

ଆହୁରି ପଢ଼ନ୍ତୁ

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

You might also like