• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Biswobandita Swain

ପୁରୀ: ଆସନ୍ତାବର୍ଷ ମଧ୍ୟ ହୋଇପାରେ ଶ୍ରୀଜିଉଙ୍କର ନାଗାର୍ଜୁନ ବେଶ।  ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟଙ୍କ ସୂଚନା ଅନୁଯାୟୀ, ୨୦୨୧ ରେ ମଧ୍ୟ ପଞ୍ଚୁକ ଛଅ ଦିନ ପଡୁଥିବାରୁ ଦେଖିବାକୁ ମିଳିବ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ।  ହେଲେ ଏହି ବେଶ ଆସନ୍ତାବର୍ଷ କେଉଁ ଦିନ ହେବ, ତାହା ନୂଆ ପାଞ୍ଜି ଆସିବା ପରେ ଜଣାପଡିବ। କରୋନା କଟକଣା ପାଇଁ  ଶ୍ରୀମନ୍ଦିର ବନ୍ଦ ରହୁଥିବାରୁ ଏଥର ନାଗାର୍ଜୁନ ବେଶରୁ ବଞ୍ଚିତ ହେବେ ଭକ୍ତ ।

ହେଲେ ୧୯୯୩ ଏବଂ ୧୯୯୪ ମସିହାରେ ଲଗାତର ଭାବେ ଯେଉଁଭଳି ମହାପ୍ରଭୁ ଦୁଇଥର ନାଗାର୍ଜୁନ ବେଶରେ ଦର୍ଶନ ଦେଇଥିଲେ, ସେହିଭଳି ଯୋଗ ଆଗକୁ ଫିଟିବାର ସମ୍ଭାବନା ରହିଛି। ଚଳିତବର୍ଷ ଆସନ୍ତା ୨୭ତାରିଖରେ ରତ୍ନ ସିଂହାସନରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଅନୁଷ୍ଠିତ ହେବ।

https://youtu.be/7pE4vkrknYA

Nagarjun-besa-of-lord-jagannath-may-organise-next-year
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories