ଅକ୍ଟୋବରରେ ଖୋଲିପାରେ ନନ୍ଦନକାନନ

ଭୁବନେଶ୍ୱର: ଅକ୍ଟୋବରରେ ଖୋଲିପାରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ। ଅକ୍ଟୋବରରେ ଖୋଲିବାକୁ ବିଚାର ବିମର୍ଶ ଚାଲୁ ରହିଛି ବୋଲି ନନ୍ଦନକାନନ ନିର୍ଦ୍ଦେଶକ ଶଶି ପଲ୍‌ ସୂଚନା ଦେଇଛନ୍ତି।

ତେବେ ନିର୍ଦ୍ଦିଷ୍ଟ କେଉଁଦିନ ଖୋଲିବ, ସେନେଇ କିଛି ସ୍ଥିର କରାଯାଇନାହିଁ। ଏଥିପାଇଁ ଏକ ସ୍ୱତନ୍ତ୍ର ଏସ୍ଓପି ପ୍ରସ୍ତୁତ କରାଯିବ। ଏହାସହ କୋଭିଡ ଗାଇଡଲାଇନ୍ସକୁ କଡ଼ାକଡ଼ି ପାଳନ କରାଯିବ ବୋଲି ନନ୍ଦନକାନନ ନିର୍ଦ୍ଦେଶକ କହିଛନ୍ତି।

ସୂଚନାଥାଉ କି, କରୋନା ପାଇଁ ଦୀର୍ଘ ଦିନ ହେବ ବନ୍ଦ ରହିଛି ନନ୍ଦନକାନନ।

ଆହୁରି ପଢ଼ନ୍ତୁ

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

You might also like