ଏଠି ବାପ ଆଗରେ, ପୁଅ ପଛରେ

ଭୁବନେଶ୍ୱର : ଏଥର ନିର୍ବାଚନରେ ଯେତେ ଜଣ ପ୍ରାର୍ଥୀ ହୋଇଛନ୍ତି, ସେଥିରେ ବାପ-ପୁଅ ମଧ୍ୟ ଅଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି କଂଗ୍ରେସ ନେତା ନରସିଂହ ମିଶ୍ର ଓ ତାଙ୍କ ପୁଅ ସମରେନ୍ଦ୍ର ମିଶ୍ର।

ନରସିଂହ ମିଶ୍ର ବଲାଙ୍ଗିର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିବା ବେଳେ ସମରେନ୍ଦ୍ର ମିଶ୍ର ବଲାଙ୍ଗିର ଲୋକସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି। ସମରେନ୍ଦ୍ରଙ୍କର ଏହା ହେଉଛି ଡେବ୍ୟୁ ନିର୍ବାଚନ।

ନରସିଂହ ମିଶ୍ର ଆଗରେ ରହିଥିବା ବେଳେ ତାଙ୍କ ପୁଅ ପଛରେ ରହିଛନ୍ତି। ବଲାଙ୍ଗିର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ସଙ୍ଗୀତା ସିଂହଦେଓ ଓ ବିଜେଡି ପ୍ରାର୍ଥୀ ତଥା ତାଙ୍କ ଦିଅର କଳିକେଶଙ୍କ ମଧ୍ୟରେ ଲଢ଼େଇ ଚାଲିଛି। ସଙ୍ଗୀତା ଅଧିକ ସମୟ ଆଗରେ ଚାଲିଥିବା ବେଳେ ମଝିରେ କଳିକେଶ ମଧ୍ୟ ଆଗରେ ଚାଲିଥିଲେ।

ଆହୁରି ପଢ଼ନ୍ତୁ

‘ଚାଇନା କମ୍ପାନୀ ଦ୍ୱାରା ଭାରତକୁ ଫାଇଦା’

ସମୁଦ୍ର କୂଳରେ ଏମିତି ଲୁକ୍‌ରେ ମନ୍ଦିରା, ଭାଇରାଲ ହେଲା ଫଟୋ

ଭାରତର ଲଗାତାର ୫ମ ବିଜୟ, ୱେଷ୍ଟଇଣ୍ଡିଜ୍ ଧରାଶାୟୀ

‘ଫୋନି’ ଖୋଲିଦେଲା ଜାଲ୍‌ ରାସନକାର୍ଡ ଗୁମର: ଚାଉଳ ନେଲେ ଟଙ୍କା ପାଇଁ ଆସିଲେନି

ପୋଲାଭରମ୍‌ ପ୍ରକଳ୍ପ ଆଗେଇନେବା ପାଇଁ ଆନ୍ଧ୍ରକୁ ଅନୁମତି

ଦାୟିତ୍ୱହୀନତା: ଉଦ୍ଧାର ହେଲେ ୨ ଶିଶୁପୁତ୍ର, ଜଣେ କାର୍ ଭିତରୁ, ଜଣେ ବନ୍ଦ ଘରୁ

ତିନି ରାଜ୍ୟସଭା ପ୍ରାର୍ଥୀ କୋଟିପତି, ଅମରଙ୍କ ନାଁରେ ରହିଛି ଏମିତି ଅଭିଯୋଗ

ମୋଟ୍ ବ୍ୟୟ ପରିମାଣ ୧ ଲକ୍ଷ ୩୯ ହଜାର କୋଟି  ଛୁଇଁବା ସମ୍ଭାବନା

ରାଜଧାନୀରୁ କାର ଲୁଟ୍ ଘଟଣାର ପର୍ଦ୍ଦାଫାସ

୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଇଲା ସ୍ୱାସ୍ଥ୍ୟ ବିଭାଗ

ପାଠ୍ୟ ପୁସ୍ତକରେ ଏଣିକି ରହିବ କ୍ୟୁଆର କୋର୍ଡ

ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା, ୫ ଦୋଷୀଙ୍କୁ ଆଜୀବନ ଜେଲ୍‌

You might also like