ଆଜି ପାଳିତ ହେଉଛି ଜାତୀୟ ଭୋଟର ଦିବସ

ବାଲେଶ୍ୱର : ମୋ ଭୋଟ୍, ମୋ ଅଧିକାର । ନିର୍ବାଚନରେ ଯେପରି କୌଣସି ଭୋଟର ମତଦାନରୁ ବାଦ୍ ଯିବେ ନାହିଁ, ସେ ଦିଗରେ ସଚେତନତା ପାଇଁ ଆଜି ସାରା ଦେଶରେ ପାଳିତ ହେଉଛି ଜାତୀୟ ଭୋଟର ଦିବସ।

ଭୋଟର ମାନଙ୍କୁ ସଚେତନ କରିବା ପାଇଁ ବିଭିନ୍ନ ସ୍ଥାନରେ ଶୋଭାଯାତ୍ରା କରାଯାଉଛି। ଏହି ଅବସରରେ ବାଲେଶ୍ୱର ଜିଲ୍ଲା ପ୍ରଶାସନ ପକ୍ଷରୁ ସହରର ସିନେମା ଛକ ଠାରୁ ଏକ ଶୋଭାଯାତ୍ରା ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା।

 

You might also like