• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭଦ୍ରକ(କିର୍ତ୍ତୀ ଦାସ): ଭଦ୍ରକ ଜିଲ୍ଲାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ନିର୍ବାଚନୀ ପ୍ରଚାର କରିଛନ୍ତି। ସ୍ଥାନୀୟ ନେହରୁ ଷ୍ଟାଡ଼ିୟମରେ ଦଳର ବିଧାୟକ ପ୍ରାର୍ଥୀ ସଂଜୀବ ମଲ୍ଲିକ ଓ ଲୋକସଭା ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳଙ୍କ ପାଇଁ ନବୀନ ପ୍ରଚାର କରିଥିଲେ।

ଏହି ଅବସରରେ ନବୀନ ବାସୁଦେବପୁର ନିର୍ବାଚନ ମଣ୍ଡଳୀରେ ମଧ୍ୟ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ। ଚିରାଚରିତ ଭାବରେ ନିଜର ଲିଖିତ ଭାଷଣ ପଢ଼ି ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କୁ ବିଭିନ୍ନ ଆଡ଼ୁ ଅବହେଳାର ଦୋଷ ଲଦିବା ସହିତ ନିଜର ‘କାଳିଆ’ ଯୋଜନାର ଗୁଣଗାନ କରିଥିଲେ।

Naveen-at-bhadrak
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories