କରୋନା ମୁକାବିଲା ନେଇ ନବୀନ ଦେଲେ ମନ୍ତ୍ର

ଭୁବନେଶ୍ୱର: କରୋନା ମୁକାବିଲା ନେଇ ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜିଲ୍ଲାପାଳ, SPମାନଙ୍କ ସହ ଆଲୋଚନା ବେଳେ ୯ଟି ପରାମର୍ଶ ଦେଇଛନ୍ତି।

  • କୋଭିଡ଼ କେୟାର କମିଟି ଗଠନ।
  • ପ୍ରତି ପଞ୍ଚାୟତରେ କୋଭିଡ଼ କେୟାର ହୋମ୍ ପ୍ରତିଷ୍ଠା।
  • କୋଭିଡ଼ କେୟାର ଯୋଦ୍ଧାଙ୍କ ପ୍ରତି ଯତ୍ନଶୀଳ ହେବା।
  • କଣ କରିବା ଉଚିତ/ଅନୁଚିତ ସେନେଇ ଷ୍ଟାଫମାନଙ୍କୁ ସଚେତନ।
  • ମାସ୍କ ଓ ସାମାଜିକ ଦୂରତ୍ୱ ଉଲ୍ଲଂଘନକାରୀଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ।
  • ଉଲ୍ଲଂଘନକାରୀଙ୍କ ପ୍ରତି ଶୂନ୍ୟ ସହନଶୀଳତା ପୋଷଣ।
  • କରୋନା ନେଇ ଘରୋଇ ହସ୍ପିଟାଲଗୁଡ଼ିକୁ ସଚେତନ।
  • ହଟସ୍ପଟ ଅଞ୍ଚଳ ପ୍ରତି ସ୍ପେଶାଲ ଷ୍ଟ୍ରାଟେଜି।
  • କରୋନା ଯୁଦ୍ଧରେ ସବୁ ବିଭାଗ ସାମିଲ ହେବାକୁ ଆହ୍ୱାନ।

ରାଜ୍ୟରେ ଆଉ ୨୪୫ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୩୧ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଛି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୪୯୪୬କୁ ବୃଦ୍ଧି ହୋଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ ଯୋଗେ ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

You might also like