• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ବିଧାୟକ ଦଳ ବୈଠକ ପୂର୍ବରୁ ଆଜି ବିଜେଡିର ପ୍ରଥମ ସଂସଦୀୟ ଦଳ ବୈଠକ ବସିଥିଲା। ନବୀନ ନିବାସରେ ଅନୁଷ୍ଠିତ ଏହି ବୈଠକରେ ୧୨ ଜଣ ନବ ନିର୍ବାଚିତ ବିଜେଡି ସାଂସଦ ଯୋଗ ଦେଇଥିଲେ। ସଂସଦରେ ବିଜେଡିର ଆଭିମୁଖ୍ୟ ନେଇ ସାଂସଦଙ୍କ ସହ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ  ଆଲୋଚନା କରିଥିଲେ।

ସଂସଦରେ କିଏ କେଉଁ ପ୍ରସଙ୍ଗ ଉଠାଇବେ ସେ ନେଇ ଆଲୋଚନା ହୋଇଥିବା ସୂଚନା ମିଳିଛି। ସଂସଦରେ ବିଜେଡି ମୁଖ୍ୟତଃ ୩ଟି ପ୍ରମୁଖ ଦାବି ରଖିବ। ସେହି ଦାବି ହେଲା- ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା, ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଅଧିକ ଅର୍ଥ ଏବଂ ବିଧାନସଭା ଓ ସଂସଦରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ପାଇଁ ଦଳ ଦାବି କରିବ ବୋଲି ସାଂସଦ ଚନ୍ଦ୍ରଶେଖର ସାହୁ କହିଛନ୍ତି। ଏଥିସହ ନିଜ ଅଞ୍ଚଳର ଯେଉଁସବୁ ପ୍ରମୁଖ ସମସ୍ୟା ରହିଛି, ତାକୁ ସଂସଦରେ ଉଠାଇବେ ବୋଲି ସର୍ବକନିଷ୍ଠ ସାଂସଦ ଚନ୍ଦ୍ରାଣି ମୁର୍ମୁ କହିଛନ୍ତି।

ଆହୁରି ମଧ୍ୟ ପଢ଼ନ୍ତୁ: ୨୯ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ

Naveen-meets-12-newly-elected-bjd-mps
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories