ଭ୍ରାମ୍ୟମାଣ ଦୃଷ୍ଟିଯତ୍ନ କେନ୍ଦ୍ରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତକାଲି ସଚିବାଳୟ ପରିସରରେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଭ୍ରାମ୍ୟମାଣ ଦୃଷ୍ଟିଯତ୍ନ କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି। ସୁନେତ୍ର ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୧୮ଟି ଜିଲ୍ଲାରେ ୫୩ଟି ସ୍ଥାୟୀ ଦୃଷ୍ଟିଯତ୍ନ କେନ୍ଦ୍ର ସହ ୧୦ଟି ଜିଲ୍ଲାରେ ଭ୍ରାମ୍ୟମାଣ ଦୃଷ୍ଟିଯତ୍ନ କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି।

ଏଥିରେ ଲୋକଙ୍କୁ ମାଗଣା ଚକ୍ଷୁ ଚିକିତ୍ସା ସହ ଚଷମା ଯୋଗାଇ ଦେବାର ବ୍ୟବସ୍ଥା ରହିଛି। ଏଥିସହିତ ମାଗଣା ମୋତିଆବିନ୍ଦୁ ଅସ୍ତ୍ରୋପଚାର , ଗୋଷ୍ଠୀ ସ୍ତରରେ ଚକ୍ଷୁ ପରୀକ୍ଷା, ମଧୁମେହ ଜନିତ ରେଟିନୋପାଥି ଚିକିତ୍ସା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି।

ଆହୁରି ପଢ଼ନ୍ତୁ

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

You might also like