ନବୀନ ବାବୁ ଆଦିତ୍ୟନାଥଙ୍କ ପନ୍ଥା ଆପଣେଇବା ଉଚିତ-ବୈଜୟନ୍ତ

ଭୁବନେଶ୍ୱର: ଲକ୍‌ଡାଉନ ନିୟମ ଭାଙ୍ଗି ପଶ୍ଚିମବଙ୍ଗରୁ ଓଡ଼ିଶା ଆସିବା ଓ ଉତ୍ତର ଓଡ଼ିଶାରେ କରୋନା ପଜିଟିଭ ସଂଖ୍ୟା ବଢିବା ଘଟଣାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।

ଅଧିକାଂଶ ରୋଗୀଙ୍କ ଲକ୍ଷଣ ପ୍ରକାଶ ପାଉନଥିବାରୁ ଟେମ୍ପରେଚର ପରୀକ୍ଷା କାମ ଦେଉନି । ତେଣୁ ନବୀନ ବାବୁ ଯୋଗୀ ଆଦିତ୍ୟନାଥଙ୍କ ଭଳି ପନ୍ଥା ଆପଣେଇବା ଉଚିତ ବୋଲି ଟ୍ୱିଟ୍ କରିଛନ୍ତି ବୈଜୟନ୍ତ ।

ବୈଜୟନ୍ତ ଟ୍ୱିଟ୍ କରି କହିଛନ୍ତି,  ‘ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସଂକ୍ରମଣ ରୋକିବା ପାଇଁ  ଗାଜିଆବାଦ ଓ ନୋଏଡ଼ା ବର୍ଡର ସିଲ୍ କରିଛନ୍ତି । ଠିକ୍‌  ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମବଙ୍ଗ ବର୍ଡର ଅତିକମରେ ୨ ସପ୍ତାହ ପାଇଁ ସିଲ୍ କରିବା ଉଚିତ୍‌ ବୋଲି ମୁଁ ଭାବୁଛି ।’

 

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like