ମୋଦିଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି। ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅର୍ଥ ବାର୍ଷିକ ୧୦ ହଜାରକୁ ବୃଦ୍ଧି ପାଇଁ କଲେ ଦାବି। ଭୂମିହୀନ ଓ ଭାଗଚାଷୀଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲ ପାଇଁ ପ୍ରସ୍ତାବ ଦେଲେ ନବୀନ।

ଆଉ ମଧ୍ୟ କାଳିଆ ଯୋଜନା ନେଇ ମଧ୍ୟ ମୋଦିଙ୍କୁ ଚିଠିରେ ଅବଗତ କଲେ ନବୀନ। ପୂର୍ବରୁ ଥରେ ଏନେଇ ଚିଠି ଲେଖିଥିବା କଥା ମଧ୍ୟ ଉଲ୍ଲେଖ କଲେ ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

You might also like