ନକ୍ସଲ କ୍ୟାମ୍ପ୍ ଠାବ: ବିସ୍ଫୋରକ ସାମଗ୍ରୀ ଜବତ

ନୂଆପଡ଼ା: ନୂଆପଡ଼ାରେ ସିଆରପିଏଫ୍ ପକ୍ଷରୁ ନକ୍ସଲ କ୍ୟାମ୍ପ୍ ଠାବ ହୋଇଛି। ଧରମବନ୍ଧା ଥାନା ଓଡ଼ିଶା-ଛତିଶଗଡ଼ ସୀମାର ସନ୍ତୋଷପଡ଼ା, ବାଞ୍ଜିପାନି, ପଣ୍ଡରିପାଣି ଗାଁ ପାଖରେ ଏହି କ୍ୟାମ୍ପ ଠାବ ହୋଇଛି।
ସିଆରପିଏଫ୍ ପକ୍ଷରୁ କମ୍ବିଂ ବେଳେ ନକ୍ସଲ କ୍ୟାମ୍ପ ସହ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ଜବତ ସାମାଗ୍ରୀ ମଧ୍ୟରେ ରହିଛି ୨ଟି ରାଇଫଲ, ୨ଟି ହ୍ୟାଣ୍ଡ ଗ୍ରେନେଡ୍, ୧୨ଟି ଜିଲୋଟିନ, ୨୫ଟି ଡେଟୋନେଟର ଓ ୫ କେଜି ବିସ୍ଫୋରକ ସାମଗ୍ରୀ।

ଆହୁରି ପଢ଼ନ୍ତୁ

ଉପକୂଳ ଓଡ଼ିଶାରେ ବନ୍ୟା ବିପଦ

ପଶ୍ଚିମ ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନଙ୍କ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ

ଅଡୁଆରେ ସୁନ୍ଦରଗଡ଼ ଏସ୍‌ପି ; ମାଡ଼ ମାରି ମହିଳାଙ୍କ ଗର୍ଭନଷ୍ଟ କରିଥିବା ଅଭିଯୋଗରେ ମାମଲା ରୁଜୁ

ନିଃସନ୍ତାନ ଥିବାରୁ ଏମିତି ନିଷ୍ପତ୍ତି ନେଲେ କି ପ୍ରଫେସର ଓ ତାଙ୍କ ପତ୍ନୀ ?

ଆଇଆଇସି ଓ ତହସିଲଦାରଙ୍କୁ ଏସ୍‌ଟିଏଫ୍‌ର ଘନଘନ ଜେରା

ଶ୍ରୀମନ୍ଦିର ସୁରକ୍ଷା ନେଇ କ୍ୟାବିନେଟ୍ ନିଷ୍ପତ୍ତି ପରେ ବଢୁଛି ଅସନ୍ତୋଷ

SCB ଆସିବେ ଜଗା କାଳିଆ

ଚୌଦ୍ୱାରର ବିଭିନ୍ନ ସ୍ଥାନରେ ଇମ୍ଫାର ଜନକଲ୍ୟାଣ କାର୍ଯ୍ୟକ୍ରମ

କିଓସ୍କ ବ୍ୟାଙ୍କ ଠକେଇ ମାମଲାରେ କେନ୍ଦ୍ର ପରିଚାଳକ ଗିରଫ

ଆଇଏଏସ ଅଦଳବଦଳ: ଗଗନ ଧଳ ବନ ଉନ୍ନୟନ ନିଗମ ଅଧ୍ୟକ୍ଷ, ସଞ୍ଜିବ ଚୋପ୍ରା ଗୃହ ସଚିବ

ବିନା ବର୍ଷାରେ ବନ୍ୟା; ଘରେ ପାଣି ବାହାରେ ବି ପାଣି

ଥାନାକୁ ଗଲା ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟର ବିବାଦ

You might also like