ଓଡ଼ିଶା ପୋଲିସ୍ ଡିଜିଙ୍କୁ ଜାତୀୟ ST କମିଶନଙ୍କ ଚିଠି

ଭୁବନେଶ୍ୱର: କୋରାପୁଟ କୋଟପାଡ଼ରେ ଆଦିବାସୀ ବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗରେ ଓଡ଼ିଶା ପୋଲିସ୍ ଡିଜିଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ଜାତୀୟ ST କମିଶନ। ଘଟଣାର ନିରପେକ୍ଷ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଲାଗି କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ କ’ଣ ପଦକ୍ଷେପ ନିଆଯାଇଛି ସେ ନେଇ ୧୫ ଦିନ ମଧ୍ୟରେ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ଘଟଣାକୁ ନେଇ ରାଜ୍ୟରେ ଅନେକ ତମ୍ବିତୋଫାନ ହୋଇଛି। ବିରୋଧୀ ମଧ୍ୟ ସରକାରଙ୍କ ଟାର୍ଗେଟ କରିଛନ୍ତି। ପୁଲିସ କିନ୍ତୁ ଏହି ଘଟଣାରେ ଆତ୍ମହତ୍ୟା ରିପୋର୍ଟ ଦେଇଥିଲା। ଏହାପରେ ଘଟଣା ସମ୍ପର୍କରେ ST କମିଶନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ରାଜ୍ୟ ବିଜେପି ନେତା ସୁକରା ଓରାମ। ବିଜେପି ନେତାଙ୍କ ଦୃଷ୍ଟି ଆକର୍ଷଣ ପରେ କମିଶନ ଏପରି ଚିଠି କରିଛନ୍ତି।

ଆହୁରି ପଢ଼ନ୍ତୁ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

You might also like