ମାଡ଼ି ଆସୁଛି ‘ଫୋନି’: ମୁକାବିଲା ପାଇଁ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଟିମ୍‌ ପ୍ରସ୍ତୁତ

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’ର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଏଥିପାଇଁ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଟିମ୍‌ ମଧ୍ୟ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ଅଛନ୍ତି। ପାଟନାରୁ ଏନ୍‌ଡିଆର୍‌ଏଫ୍‌ ୪୦ ଜଣି ଟିମ୍ କେନ୍ଦୁଝରରେ ପହଞ୍ଚିବା ପରେ ନନ୍ଦପୁର ଅଭିମୁଖେ ଗସ୍ତ କରିଛନ୍ତି।

ସେହିପରି ଗଜପତି ଜିଲ୍ଲାରେ ମଧ୍ୟ ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛିସାମୁଦ୍ରିକ ଝଡ଼କୁ ମୁକାବିଲା କରିବା ପାଇଁ ଗଜପତିରେ ଏନ୍‌ଡିଆର୍‌ଏଫ୍‌ ଗୋଟିଏ ଟିମ୍‌ ଓଡ୍ରାଫ୍ଗୋଟିଏ ଟିମ୍ ପ୍ରସ୍ତୁତ ହୋଇ ରହିଛନ୍ତି। ତେବେ ‘ଫୋନି’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଅନ୍ୟ ସ୍ଥାନ ଗୁଡ଼ିକୁ ମଧ୍ୟ ଏନ୍‌ଡିଆର୍‌ଏଫ୍‌ ଟିମ୍‌, ଓଡ୍ରାଫ୍‌ ଟିମ୍‌କୁ ପଠାଯାଇଛି।

ଗତକାଲି ପ୍ରଥମ ପର୍ଯ୍ୟାୟରେ ଏନ୍‌ଡିଆର୍‌ଏଫ୍‌ର ୯ଟି ଟିମ୍‌କୁ ଉପକୂଳ ଜିଲ୍ଲାକୁ ପଠାଯାଇଥିଲା।

ଆହୁରି ମଧ୍ୟ ପଢ଼ନ୍ତୁ: ‘ଫୋନି’ ମୁକାବିଲା ପାଇଁ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଟିମ୍‌ ପ୍ରସ୍ତୁତ

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like