ଘାଟିରୁ ଖସିଲା ବସ୍, ୨୫ ଛାତ୍ରଛାତ୍ରୀ ଆହତ

ମୋହନା: ସାନଖେମୁଣ୍ଡିର ତପ୍ତପାଣି ଘାଟିରୁ ଓଲଟିଲା ବସ୍। ପାଳୁଖୋଳା ନିକଟରେ ୟୁ ଟର୍ଣ୍ଣ ନେବା ବେଳେ ଓଲଟି ପଡିଲା। ବସ୍‌ରେ OJEE ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀ ଖୋର୍ଦ୍ଧା ଆସୁଥିଲେ।

ଗଜପତି ଜିଲ୍ଲାର ରାମଗିରି, ଉଦୟଗିରି, ଜିରାଙ୍ଗ ଅଞ୍ଚଳରୁ ଆସୁଥିଲେ। ୨୫ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଆହତ ଛାତ୍ରଛାତ୍ରୀଙ୍କୁ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଛି।

ଅକ୍ଟୋବର ୧୨ରୁ ଅକ୍ଟୋବର ୧୯ ତାରିଖ ପର୍ଯ୍ୟନ୍ତ ଆରମ୍ଭ ହୋଇଛି Odisha Joint Entrance Examination (OJEE) ପରୀକ୍ଷା ଚାଲୁଛି

JEE(Main) ଢାଞ୍ଚାରେ କମ୍ପ୍ୟୁଟର ବେସ୍‌ଡ୍‌ ଟେଷ୍ଟ ମାଧ୍ୟମରେ ଦିନକୁ ୩ଟି ସିଫ୍ଟରେ ପରୀକ୍ଷା ହେବ। ସକାଳ ୯ଟାରୁ ୧୧ଟା, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ଣ ୨ଟା ୩୦ ଏବଂ ଅପରାହ୍ଣ ୪ଟାରୁ ୬ଟା ଯାଏ ୩ଟି ସିଫ୍ଟରେ ପରୀକ୍ଷା ହେବ। OJEE ପାଇଁ ଓଡ଼ିଶାର ୨୧ଟି ସହରରେ ୫୪ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ରାଜ୍ୟ ବାହାରେ କୋଲକାତା, ରାଞ୍ଚି ଓ ପାଟନାରେ ୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି।

ଆହୁରି ପଢ଼ନ୍ତୁ

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

You might also like