ପିଉସୀଙ୍କୁ ପିଟି ମାରିଦେଲା ପୁତୁରା!

ଗଞ୍ଜାମ: ପିଉସୀଙ୍କୁ ପିଟି ମାରିଦେଲା ପୁତୁରା! ସାମାନ୍ୟ ବଚସାରୁ ପିଉସୀଙ୍କୁ ଠେଙ୍ଗାରେ ପିଟି ପିଟି ପୁତୁରା ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଗଂଜାମ ସୋରଡ଼ା ବ୍ଲକ ଅମୂରତୁଲ ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା।

ଖବର ଅନୁସାରେ, ଗତକାଲି ଅମୂରତୁଲ ଗାଁରେ ସନ୍ତୋଷ ନାୟକ ନାମକ ବ୍ୟକ୍ତିଙ୍କ ଘରୁ ସୁନା ଅଳଙ୍କାର ଚୋରୀ ହୋଇଥିଲା। ଏହାପରେ ଏହି ଘଟଣାକୁ ନେଇ ପିଉସୀ ମନାସୀଙ୍କ ସହ ସନ୍ତୋଷଙ୍କ ବଚସା ହୋଇଥିଲା। ଏହାପରେ ମନାସୀ ଦାସଙ୍କୁ ସନ୍ତୋଷ ପିଟି ପିଟି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତଦେହ ଜବତ କରିବା ସହ ହତ୍ୟା ଅଭିଯୋଗରେ ସନ୍ତୋଷ ନାୟକଙ୍କୁ ଗିରଫ କରିଛି ପୁଲିସ। ଘଟଣାରେ ଅଧିକ ତଦନ୍ତ ଜାରି ରହିଛି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like