ଓଡ଼ିଶାରେ ୧,୩୨୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରୁ କେବଳ ୫୬୦

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୧,୩୨୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୩୩  ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରୁ ସର୍ବାଧିକ ୫୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୪,୦୧୩ ରେ ପହଞ୍ଚିଛି।

You might also like