ରାଜ୍ୟରେ ନୂଆ ୪୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ନୂଆ ୪୮ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୪୮ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୧୨ଜଣ, ବାଲେଶ୍ୱରରୁ ୧୨ଜଣ, ପୁରୀରୁ ୧୦ଜଣ, ଭଦ୍ରକରୁ ୬ଜଣ, ଯାଜପୁରରୁ ୨ଜଣ, ନୟାଗଡ଼ରୁ ୩ଜଣ, ସୁନ୍ଦରଗଡ଼, କଟକ ଓ ଦେବଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨କୁ ଛୁଇଁଛି। ଆକ୍ରାନ୍ତଙ୍କ ମଧ୍ୟରୁ ୫୧୧ ଜଣ ଚିକିତ୍ସାଧୀନ ଥିବାବେଳେ ୧୫୮ ଜଣ ସୁସ୍ଥ ହୋଇଛନ୍ତି। ତେବେ ୩ଜଣଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଆଖି ବୁଜିଲେ ୧୬ କରୋନା ଆକ୍ରାନ୍ତ

Corona Update In Odisha: ଆଜି ବି ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର ତଳେ

କରୋନା ପାଇଁ କ୍ରିକେଟର ସାଜିଲେ କୁଲି

ଟ୍ରେନ୍ ଇଞ୍ଜିନ୍ ଲାଇନଚ୍ୟୁତ

ବୃଦ୍ଧ ଦମ୍ପତିଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ

ବର୍ଷା ହେଲେ ବସ୍ତିରେ ଚିନ୍ତା, ବାରମ୍ବାର ପ୍ରତିଶ୍ରୁତି ପରେ ବି କରାଯାଉନି ଥଇଥାନ

ଦୁର୍ଘଟଣା ଯୋଗୁଁ ଓଜେଇଇରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ହେବ ସ୍ୱତନ୍ତ୍ର ପରୀକ୍ଷା

ବଗଲା ଧର୍ମଶାଳା ଜମିକୁ ନେଇ ଗୋଟିକ ପରେ ଗୋଟିଏ ବିଭ୍ରାନ୍ତି

ମନ୍ତ୍ରୀଙ୍କ ଦାୟିତ୍ୱହୀନତା: ଜୀବିତ ସମୀର ଦେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରତାପ ଜେନା

ଗଣମାଧ୍ୟମ ପ୍ରତିନିଧିଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କଲା ଏନ୍‌ୟୁଜେ

ସୁସ୍ଥ ହେଲେ ୨୭୩୮ କରୋନା ଆକ୍ରାନ୍ତ

ନଭେମ୍ବର ୫ରୁ +୨ ଅପ୍‌ସନାଲ ପରୀକ୍ଷା

You might also like