Aditya Das Death Mystery: ଚର୍ଚ୍ଚାକୁ ଆସିଥିବା ଯୁବତୀ କଲେ ନୂଆ ଖୁଲାସା

ଭୁବନେଶ୍ୱର: ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଚର୍ଚ୍ଚାକୁ ଆସିଥିବା ଯୁବତୀ ଚିନ୍ମୟୀ ମହାପାତ୍ର ଏକ ନୂଆ ଖୁଲାସା କରିଛନ୍ତି।

ଚିନ୍ମୟୀ କହିଛନ୍ତି, ଆଦିତ୍ୟ ଓ ତାଙ୍କ ଭିତରେ ପ୍ରେମ ସଂପର୍କ ଥିଲା। ୨୦୧୯ ଡିସେମ୍ବର ଯାଏ ଆଦିତ୍ୟ ତାଙ୍କୁ ବିବାହ କରିବା ଲାଗି ରାଜି ହୋଇଥିଲେ। ହେଲେ ୨୦୨୦ ଜାନୁଆରୀରୁ ଆଦିତ୍ୟ ତାଙ୍କଠାରୁ ଦୂରେଇବାକୁ ଆରମ୍ଭ କରିଥିଲେ।

ସେ ଆହୁରି କହିଛନ୍ତି, ପ୍ରଥମେ ଫେସବୁକ୍‌ରୁ ସେମାନଙ୍କର ବନ୍ଧୁତା ଓ ପରେ ଭଲ ପାଇବା ଆରମ୍ଭ ହୋଇଥିଲା। ଆଦିତ୍ୟଙ୍କ ଆଶ୍ରମକୁ ସେ ଏକାଧିକ ଥର ଯାଇଛନ୍ତି। ତେବେ ବିବାହ ପରଠୁ ଆଦିତ୍ୟଙ୍କ ସହ ସେ କୌଣସି ସମ୍ପର୍କ ରଖି ନ ଥିଲେ।

ଆଦିତ୍ୟଙ୍କ ମୃତ୍ୟୁ ପାଇଁ ତାଙ୍କ ପରିବାର ଲୋକ ଚିନ୍ମୟୀଙ୍କୁ ଦୋଷ ଦେଉଥିବାବେଳେ ସେ କିନ୍ତୁ ଏହାକୁ ଖଣ୍ଡନ କରିବା ସହ ତଦନ୍ତ ହେଲେ ସତ୍ୟାସତ୍ୟ ପଦାକୁ ଆସିିବ ବୋଲି ଚିନ୍ମୟୀ କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ଆତ୍ମହତ୍ୟାକୁ ବିରୋଧ କରୁଥିବା ଓ ଆତ୍ମହତ୍ୟା ନ କରିବାକୁ ଅନ୍ୟକୁ ବୁଝାଉଥିବା ଆଦିତ୍ୟ କେବେବି ଆତ୍ମହତ୍ୟା କରି ନ ଥାଇପାରନ୍ତି ବୋଲି ଚିନ୍ମୟୀ କହିଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like