ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୪୩

ଭୁବନେଶ୍ୱର: ଭୁବନେଶ୍ୱରରେ କରୋନା ସଂକ୍ରମଣ କମୁଛି। ଭୁବନେଶ୍ୱର କରୋନା ସ୍ଥିତି ନେଇ ସୂଚନା ଦେଇ ଏଭଳି କହିଛନ୍ତି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ରାଜଧାନୀରେ କରୋନା କେସ୍ କମୁଥିବାରୁ ଦୁଇଟି କୋଭିଡ କେୟାର ସେଣ୍ଟର ବନ୍ଦ କରାଯାଇଥିବା ସେ ସୂଚନା ଦେଇଛନ୍ତି। ଜାମୁଝରି ଓ ଜଟଣୀରେ ଥିବା ଦୁଇଟି ସିସିସିର ୭୫୦ ବେଡ୍ ବନ୍ଦ କରାଯାଇଥିବା ସେ କହିଛନ୍ତି। ଏହା ବ୍ୟତୀତ ପୂଜା ଋତୁରେ ଅଧିକ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି କମିଶନର।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ୨୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬୮ କ୍ୱାରେଣ୍ଟିନ୍‌ କେସ୍ ରହିଥିବା ବେଳେ ୧୭୫ ଲୋକାଲ କଣ୍ଟାକ୍ଟ କେସ୍ ରହିଥିବା ଟ୍ୱିଟ୍ କରି ସୂଚନା ଦେଲା ବିଏମ୍‌ସି।

 

ଆହୁରି ପଢ଼ନ୍ତୁ

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

You might also like