ଶପଥ ନେଲେ ବିଜୟ, ସ୍ୱରୂପ
ଭୁବନେଶ୍ୱର: ଶପଥ ନେଲେ ୨ ନବ ନିର୍ବାଚିତ ବିଧାୟକ। ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଓ ବାଲେଶ୍ୱର ବିଧାୟକ ସ୍ୱରୂପ ଦାସ ଶପଥ ନେଇଛନ୍ତି।
ଆହୁରି ପଢ଼ନ୍ତୁ
ନିର୍ବାଚିତ ବିଧାୟକଙ୍କୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଶପଥ ପାଠ କରାଇଛନ୍ତି। ୨୦ ତାରିଖ ବିଧାନସଭା ଅଧିବେଶନରେ ଉଭୟେ ଭାଗ ନେବେ।