ଶପଥ ନେଲେ ବିଜୟ, ସ୍ୱରୂପ

ଭୁବନେଶ୍ୱର: ଶପଥ ନେଲେ ୨ ନବ ନିର୍ବାଚିତ ବିଧାୟକ। ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଓ  ବାଲେଶ୍ୱର ବିଧାୟକ ସ୍ୱରୂପ ଦାସ ଶପଥ ନେଇଛନ୍ତି।

ନିର୍ବାଚିତ ବିଧାୟକଙ୍କୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଶପଥ ପାଠ କରାଇଛନ୍ତି।  ୨୦ ତାରିଖ ବିଧାନସଭା ଅଧିବେଶନରେ ଉଭୟେ ଭାଗ ନେବେ।

ଆହୁରି ପଢ଼ନ୍ତୁ

You might also like