ସୁବର୍ଣ୍ଣରେଖାରୁ ବାଲି ଉତ୍ତୋଳନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ଏନ୍‌ଜିଟି

ଜଳେଶ୍ୱର: ସୁବର୍ଣ୍ଣରେଖା ନଦୀର ଜଳେଶ୍ୱର ଅଂଚଳରୁ ବାଲି ଉତ୍ତୋଳନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ଏନ୍‌ଜିଟି। ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ ପକ୍ଷରୁ ଜାରି ହୋଇଛି ଏହି ନିର୍ଦ୍ଦେଶନାମା । ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ପର୍ଯ୍ୟନ୍ତ ବାଲି ଉତ୍ତୋଳନ କରାଯାଇପାରିବ ନାହିଁ ବୋଲି ଏନ୍‌ଜିଟି ନିର୍ଦ୍ଦେଶରେ ଦର୍ଶାଇଛନ୍ତି।

ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ତହସିଲ ଅଂଚଳରେ ସୁବର୍ଣ୍ଣରେଖା ନଦୀରୁ ବାଲି ଉତ୍ତୋଳନ କରାଯାଉଥିବାରୁ ଏହାକୁ ନେଇ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲରେ ମାମଲା ରୁଜୁ ହୋଇଥିଲା । ଏହି ଅଂଚଳରେ ପ୍ରାୟ ୨୬ ଏକର ଅଂଚଳରେ ବାଲି ଉତ୍ତୋଳନ ସହ ନଦୀ ଉପରେ ଆପ୍ରୋଚ ରୋଡ୍ ନିର୍ମାଣ ଯୋଗୁଁ ପରିବେଶ ପ୍ରତି ବିପଦ ସୃଷ୍ଟ ହେଉଥିବା ଅଭିଯୋଗ ହୋଇଥିଲା ।

ନଦୀର ଗତିପଥ ପରିବର୍ତ୍ତନ ସହ ବାଲି ପରିବହନ ଯୋଗୁଁ ପରିବେଶ ଦୂଷିତ ହେଉଥିବା ମଧ୍ୟ ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ କରିଥିଲେ।
NGT_FILE_AV_SK
SAND_SUBARNAREKHA_FILE_AV_SK

ଆହୁରି ପଢ଼ନ୍ତୁ

ହକି ଦଳର ଅଧିନାୟକ ମନପ୍ରୀତ ଓ ଅନ୍ୟ ୩ ଖେଳାଳିଙ୍କୁ କରୋନା

ଆଜି ସୁସ୍ଥ ହେଲେ ୧୮୧୦ କରୋନା ଆକ୍ରାନ୍ତ

କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଲୋକାୟୁକ୍ତଙ୍କ ନିକଟରେ ହାଜର ହେଲେନି ହେମନ୍ତ ଶର୍ମା

ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ପଛରେ ପଡ଼ିଲା ଗଞ୍ଜାମ; ଆଜି ଏହି ଜିଲ୍ଲାରେ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

‘କରୋନା ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର’

You might also like