• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

ପୁରୀ: ଶ୍ରୀକ୍ଷେତ୍ରରେ ସମ୍ପନ୍ନ ହେଲା ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ। ଜନ୍ମବେଦୀ ଓ ବଡ଼ଦାଣ୍ଡରେ ଲୀଳାଖେଳା ସାରି କିଛି ସମୟ ପୂର୍ବରୁ ନୀଳକନ୍ଦରକୁ ବାହୁଡ଼ିଯାଇଛନ୍ତି ଚତୁର୍ଦ୍ଧାମୂରତି। ବିଜେ କାହାଳୀ ବାଜିବା ପରେ ପ୍ରଥମେ ରଥ ଉପରୁ ରତ୍ନବେଦୀ ଅଭିମୁଖେ ଯାଇଥିଲେ ସୁଦର୍ଶନ। ଏହାପରେ ବଡ଼ଠାକୁର ବଳଭଦ୍ର ପହଣ୍ଡିରେ ରତ୍ନବେଦୀକୁ ବିରାଜମାନ କରିଥିଲେ।

Image

ଘଣ୍ଟ ଘଣ୍ଟା ସହ ହରିବୋଲରେ ଫାଟି ପଡ଼ିଥିଲା ସାରା ପରିବେଶ। ଦେବୀ ସୁଭଦ୍ରାଙ୍କ ପହଣ୍ଡି ପରେ ପରେ ଆସିଥିଲେ ମହାପ୍ରଭୁ କାଳିଆ ସାଆନ୍ତ। ତେବେ ରଥଯାତ୍ରାରେ ସାଙ୍ଗରେ ନେଇ ନଥିବାରୁ ଅଭିମାନ କରିଥିଲେ ମାଆ ଲକ୍ଷ୍ମୀ ଠାକୁରାଣୀ। କିନ୍ତୁ ରସଗୋଲା ଖୁଆଇ ମାନଭଞ୍ଜନ କରାଇଥିଲେ ମହାବାହୁ। ଆଉ ବାହୁଡ଼ିଯାଇଥିଲେ ନୀଳକନ୍ଦରକୁ। ଏହାସହ ସମ୍ପନ୍ନ ହୋଇଥିଲା ଏବର୍ଷର ଘୋଷଯାତ୍ରା।

Niladri-bije-end-in-puri
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories