JEE, NEET 2020 Exam: ପରୀକ୍ଷା କେନ୍ଦ୍ର ଥିବା ସହର ଗୁଡ଼ିକରେ ଲକ୍‌ଡାଉନ୍‌/ସଟ୍‌ଡାଉନ୍‌ ମନା

ଭୁବନେଶ୍ୱର: JEE (Main) 2020, NEET (UG) ପରୀକ୍ଷାର ସୁପରିଚାଳନା ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପରୀକ୍ଷା କେନ୍ଦ୍ର ହୋଇଥିବା ସହର ଗୁଡ଼ିକରେ ଲକ୍‌ଡାଉନ୍‌/ସଟ୍‌ଡାଉନ୍‌ କଟକଣା ଲାଗୁ ନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ସେପ୍ଟେମ୍ବର ୭ ତାରିଖ ଯାଏ ଏବଂ ସେପ୍ଟେମ୍ବର ୧୨ରୁ ୧୪ ଯାଏ ଲକ୍‌ଡାଉନ୍‌/ସଟ୍‌ଡାଉନ୍ କଟକଣା ଲାଗୁ ହେବନି। କଟକଣା ଲାଗୁ ନ କରିବାକୁ ସ୍ୱତନ୍ତ୍ର ରିଲିଫ କମିଶନର(SRC) ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଥାଉ କି, JEE (Main) 2020 ପରୀକ୍ଷା ସେପ୍ଟେମ୍ବର ୧ରୁ ୬ ମଧ୍ୟରେ ହେବ। ସେହିପରି NEET (UG) ପରୀକ୍ଷା ସେପ୍ଟେମ୍ବର ୧୩ରେ ହେବ। ଓଡ଼ିଶାର ୭ଟି ସହରରେ ୨୬ଟି ପରୀକ୍ଷା କେନ୍ଦ୍ର କରାଯାଇଛି।

 

ପଢ଼ନ୍ତୁ: ମାଗଣାରେ ପରୀକ୍ଷା ଦେବାକୁ ଯିବେ JEE ପରୀକ୍ଷାର୍ଥୀ

ଆହୁରି ପଢ଼ନ୍ତୁ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

You might also like