ଚଳିତ ରମ୍‌ଜାନ ମାସରେ ହେବନି ସମୁହ ନମାଜ ପାଠ

ଭୁବନେଶ୍ୱର: ଚଳିତ ରମ୍‌ଜାନ ମାସରେ ହେବନି ସମୁହ ନମାଜ ପାଠ। ମସଜିଦ୍‌ରେ ସମୁହ ନମାଜ ପାଠ ଉପରେ କଟକଣା ଲାଗିଛି। ଏନେଇ  ଆଜି କମିଶନରେଟ୍ ପୋଲିସ୍ ସହ ରାଜଧାନୀ ଭୁବନେଶ୍ୱରରେ ଥିବା ବିଭିନ୍ନ ମସଜିଦ୍‌ର ମୁଖ୍ୟଙ୍କ ସହ  ଆଲୋଚନା ହୋଇଛି।

ରମଜାନ୍ ପାଳନ ହେବ। ହେଲେ ସମୁହ ନମାଜ ପାଠ ହେବନି। ଲୋକେ ଘରେ ରହି ନମାଜ ପାଠ କରିବେ। ଏହାସହ ଇଫ୍‌ତାର ପାର୍ଟି ପାଳନ ଉପରେ ମଧ୍ୟ କଟକଣା ଜାରି ହୋଇଛି।

ଭୁବନେଶ୍ୱରରେ ଛୋଟ ବଡ଼ ୧୨ଟି ମସ୍‌ଜିଦ୍‌ ରହିଛି। ଲକ୍‌ଡାଉନ୍ ଚାଲିଥିବାରୁ ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ ରହିଛି। ଏବଂ ଏହାକୁ ଆଗାମୀ ଦିନରେ ଜାରି ରଖିବାକୁ ବି ନିଷ୍ପତ୍ତି ହୋଇଛି।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like