ଦିନକର ଦରମା ବନ୍ଦ , କାହିଁକି ଏଯାଏ ଅଫିସ୍‌ ଆସିନ

ଭୁବନେଶ୍ୱର : ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ଗସ୍ତ ବେଳେ ବାଲିପାଟଣା ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଖାଁ ଖାଁ। ଆଜି ସକାଳ ୧୦ଟା ୪୦ ମିନିଟରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ ଗଣଶିକ୍ଷା ମନ୍ତ୍ରୀ।

କେବଳ ୨ଜଣ କର୍ମଚାରୀଙ୍କୁ ଛାଡ଼ିଦେଲେ ଅଫିସରେ କୌଣସି ଅଧିକାରୀ ଉପସ୍ଥିତ ନଥିବା ଦେଖିବାକୁ ପାଇଥିଲେ ମନ୍ତ୍ରୀ।  ଅନୁପସ୍ଥିତ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌ ସହ ଦିନକର ଦରମା କାଟ ନିର୍ଦ୍ଦେଶ ଦିଆଯାଇଛି। କାହିଁକି ନିର୍ଦ୍ଧାରିତ ସମୟରେ ଅଧିକାରୀ ଓ କର୍ମଚାରୀ ଅଫିସ୍‌ ଆସୁନାହାନ୍ତି ସେନେଇ କାରଣ ଦର୍ଶାଅ ନୋଟିସ୍‌ ହୋଇଛି।

ଏହାପରେ ମନ୍ତ୍ରୀ ନୂଆପାଟଣା ୟୁପି ସ୍କୁଲ, ପ୍ରତାପ ଶାସନ ହାଇସ୍କୁଲ ଯାଇ ଶିକ୍ଷକଙ୍କ ଉପସ୍ଥାନ ଯାଂଚ କରିବା ସହ ଛାତ୍ରଛାତ୍ରୀଙ୍କ ସହ ପାଠପଢା ନେଇ ଆଲୋଚନା କରିଥିଲେ। ଏହି ପରିଦର୍ଶନ ବେଳେ ପ୍ରତାପ ଶାସନ ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମଧ୍ୟ କାରଣ ଦର୍ଶାଅ ନୋଟିସ୍‌ କରିଛନ୍ତି ମନ୍ତ୍ରୀ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like