ସ୍ୱାଭାବିକ ହେଉଛି ରେଳ ଚଳାଚଳ

ଭୁବନେଶ୍ୱର: ବାତ୍ୟା ପରେ ରାଜ୍ୟରେ ଧୀରେ ଧୀରେ ସ୍ୱାଭାବିକ ହେଉଛି ରେଳ ଚଳାଚଳ। ଭୁବନେଶ୍ୱର, ପୁରୀ ଏବଂ ବ୍ରହ୍ମପୁର ଷ୍ଟେସନରୁ ବାତିଲ ହୋଇଥିବା ୧୨ଟି ପାସେଞ୍ଜର ଓ ମେମୁ ଟ୍ରେନ୍‌ ଆଜିଠୁ ସ୍ୱାଭାବିକ ଯାତାୟତ କରିଛି।

ଖଡ଼ଗପୁର-ଯାଜପୁର-କେନ୍ଦୁଝର ପାସେଞ୍ଜର, ଖଡଗପୁର-ଭଦ୍ରକ ପାସେଞ୍ଜର,ବାଲେଶ୍ୱର-ଭଦ୍ରକ, ହାୱଡା-ଭଦ୍ରକ, କଟକ-ପଲାସା ଏବଂ ପଲାସା-ବିଶାଖାପଟନମ୍ ପାସେଞ୍ଜର ଟ୍ରେନ୍ ଆଜିଠୁ ଚଳାଚଳ ଆରମ୍ଭ କରିଛି।

ସେହିପରି ଭଦ୍ରକ-ଭୁବନେଶ୍ୱର, କଟକ-ଇଚ୍ଛାପୁରମ୍, ଅନୁଗୁଳ-ପୁରୀ, ଭୁବନେଶ୍ୱର-ବ୍ରହ୍ମପୁର, ଭୁବନେଶ୍ୱର-ପଲାସା ମେମୁ ଆଜିଠାରୁ ସ୍ୱାଭାବିକ ଭାବେ ଯାତ୍ରା କରିଛି। ସେହିପରି ଗତକାଲି ପୁରୀରୁ  ପୁରୁଷୋତ୍ତମ, ଧଉଳି ଏବଂ ଦୁର୍ଗ ଏକ୍ସପ୍ରେସ୍ ଛାଡ଼ିଥିଲା। ବାତ୍ୟା ଫୋନି ପରେ ପୂର୍ବତଟ ରେଲୱେ ପକ୍ଷରୁ କିଛି ଟ୍ରେନ୍‌କୁ ବାତିଲ କରାଯାଇଛି।

ଆହୁରି ପଢ଼ନ୍ତୁ

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

You might also like