‘ମୋତେ ଚାପୁଡ଼ା ମାରି ନ ଥିଲେ, କେବଳ ଗାଲକୁ ଛୁଇଁ ଦେଇଥିଲେ’

ବ୍ରହ୍ମପୁର: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଗତକାଲି ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଜଣେ ଯୁବକଙ୍କୁ ଚାପୁଡ଼ା ମାରିବା ଭିଡ଼ିଓ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି। ତେବେ ଏହି ଘଟଣା ଏବେ ଏକ ନୂଆ ମୋଡ଼ ନେଇଛି।

ସାଂସଦ ଯେଉଁ ଯୁବକଙ୍କୁ ଚାପୁଡ଼ା ମାରିଥିଲେ ସେ ନିଜେ ଏହି ଘଟଣାକୁ ଖଣ୍ଡନ କରିଛନ୍ତି। ସେ ହେଲେ ପୂର୍ବତନ ଜିଲ୍ଲା ଯୁବ କଂଗ୍ରେସ ସଭାପତି ସଂଗ୍ରାମ କିଶୋର ସାହୁ।

ସଂଗ୍ରାମ କହିଛନ୍ତି,“ସାଂସଦ ଚନ୍ଦ୍ରଶେଖର ସାହୁ ମୋତେ ଚାପୁଡ଼ା ମାରି ନ ଥିଲେ, କେବଳ ଗାଲକୁ ଛୁଇଁ ଦେଇଥିଲେ। ସାଂସଦ ମୋର ବଡ଼ ଭାଇ ଭଳି।”

ସେ କହିଛନ୍ତି, “ମୁଁ କଂଗ୍ରେସ ଛାଡ଼ି ବିଜୁ ଜନତା ଦଳରେ କାଲି ଯୋଗ ଦେଇଛି ଓ ଏହି ଦଳରେ ହିଁ ରହିବି।”

ଆହୁରି ମଧ୍ୟ ପଢ଼ନ୍ତୁ: ମଞ୍ଚ ଉପରେ ଯୁବକଙ୍କୁ ଶକ୍ତ ଚାପୁଡ଼ା ମାରିଲେ ବିଜେଡି ସାଂସଦ

ଆହୁରି ପଢ଼ନ୍ତୁ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

You might also like