ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧତ୍କ ୬୫୭, କଟକରୁ ୪୪୨, ବାଲେଶ୍ୱରରୁ ୨୨୬ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନୁଗୁଳ- ୨୧୭, ପୁରୀ- ୧୮୨, ଜଗତସିଂହପୁରରୁ ୧୭୧, ମୟୂରଭଞ୍ଜ- ୧୬୨, ଯାଜପୁର ୧୫୩, ଝାରସୁଗୁଡ଼ାରୁ ୧୫୧,କୋରାପୁଟ- ୧୨୬, ସୁନ୍ଦରଗଡ଼- ୧୧୯, ନୟାଗଡ଼ରୁ ୧୧୫ ସୁସ୍ଥ ହୋଇଛନ୍ତି।

ସେହିପରି କେନ୍ଦ୍ରାପଡ଼ା- ୧୧୨, ସମ୍ବଲପୁର- ୧୧୦, କଳାହାଣ୍ଡି- ୧୦୪ ଜଣ ସୁସ୍ଥ ହୋଇଥିବା ବେଳେ ବରଗଡ଼- ୯୭, ଷ୍ଟେଟ୍ ପୁଲ୍- ୯୧, ନବରଙ୍ଗପୁର- ୭୬, ଭଦ୍ରକ-୭୪ ସୁସ୍ଥ ହୋଇଛନ୍ତି।

ମାଲକାନଗିରିରୁ ମଧ୍ୟ ୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁବର୍ଣ୍ଣପୁର- ୭୦, ବଲାଙ୍ଗିର- ୬୮, କେନ୍ଦୁଝର-୫୫ ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା- ୪୯, ଢେଙ୍କାନାଳ- ୪୫, ଗଞ୍ଜାମ ଓ କନ୍ଧମାଳରୁ ୪୦ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ରାୟଗଡ଼ା- ୨୫, ବୌଦ୍ଧ- ୨୦, ଗଜପତି- ୧୫ ଓ ଦେବଗଡ଼ରୁ ୧୨ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟା ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୮୧୪୮୧ ସୁସ୍ଥ ହୋଇଛନ୍ତି

ଆହୁରି ପଢ଼ନ୍ତୁ

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

You might also like