କଟକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ହାଣିଲେ ଦୁର୍ବୃତ୍ତ

କଟକ: କଟକରେ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରକାଶ ବେହେରା ଓରଫ୍ ହାଡ଼ିଆକୁ ହତ୍ୟା କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି।

ସତୀଚଉରା ନିକଟ ଇପ୍‌ସାର୍‌ ଗଡ଼ା ନିକଟରେ ଗତକାଲି ଦୁଇରୁ ତିନି ଜଣ ଦୁର୍ବୃତ୍ତ ଆସି ହାଡ଼ି‌ଆ ଉପରେ ସଂଘବଦ୍ଧ ଆକ୍ରମଣ କରିଥିଲେ।

ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ହତ୍ୟାକାଣ୍ଡରେ କେଉଁମାନଙ୍କ ସଂପୃକ୍ତି ରହିଛି ସେ ନେଇ ଛାନଭିନ୍ ଆରମ୍ଭ କରିଛି।

ମୃତ ହାଡ଼ିଆ ନାଁରେ ବିଭିନ୍ନ ଥାନାରେ ପୂର୍ବରୁ ଅନେକ ମାମଲା ରହିଛି। କିଛି ଦିନ ତଳେ ହାଡ଼ିଆର ମଦ ଦୋକାନ ଉପରକୁ ବୋମାମାଡ଼ ହୋଇଥିଲା। ଏହି ଘଟଣାକୁ ନେଇ ମଧ୍ୟ ପୋଲିସ୍‌ ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like