ଖୁବ୍‌ ଶୀଘ୍ର ପର୍ଦ୍ଦାଫାସ ହେବ ନର୍ସ ନିହାରିକା ମର୍ଡର ମିଷ୍ଟ୍ରି

ଜଗତସିଂହପୁର( ଶଶାଙ୍କ ଶେଖର ପଣ୍ଡା): ନର୍ସ ନିହାରିକା ପାତ୍ରଙ୍କ ମୃତ୍ୟୁର ୧୦ ଦିନ ପରେ ବି ଅପରାଧୀଙ୍କ ପତ୍ତା ପାଉନି ପୁଲିସ୍‌। ପାରିପାର୍ଶ୍ୱିକ ସ୍ଥିତିକୁ ଅନୁଧ୍ୟାନ କରି ତଦନ୍ତ ଚାଲିଛି। ଡିଏନ୍ଏ ଟେଷ୍ଟ ପାଇଁ ଆଜି ନିହାରିକାଙ୍କ ବାପା, ମା’ଙ୍କର ନମୁନା ସଂଗ୍ରହ ହେବ।

ଖୁବ୍ ଶୀଘ୍ର ଅପରାଧୀ ଧରା ପଡ଼ିବ ବୋଲି ପୁଲିସ୍‌ କହିଛି।

ସେପଟେ ବିଜେପି ମହିଳା ମୋର୍ଚ୍ଚାର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆଜି ଘଟଣାସ୍ଥଳକୁ ଯିବ। ଏହାବ୍ୟତୀତ ପ୍ରତିନିଧି ଦଳ ମୃତ ନିହାରିକାଙ୍କ ପରିବାରକୁ ମଧ୍ୟ ଭେଟିବେ ବୋଲି ଜଣାଯାଇଛି ।

ଜଗତସିଂହପୁର ବିରିଡ଼ିର ବିଲୁଆଖାଇ ନଦୀପଠାରୁ ଗତ ମଙ୍ଗଳବାର ବସ୍ତା ଭିତରୁ ଗୋଡ଼ହାତ ବନ୍ଧା ଅବସ୍ଥାରେ ନିଖୋଜ ନିହାରିକାଙ୍କ ମୃତଦେହ ମିଳିଥିଲା। ଏହି ଘଟଣା ପରଠୁ ପୁଲିସ୍‌ ତଦନ୍ତ ଆରମ୍ଭ କରିଥିଲା।

ଆହୁରି ମଧ୍ୟ ପଢ଼ନ୍ତୁ: ନର୍ସ ନିହାରିକା ହତ୍ୟା ଘଟଣାରେ ମିଳିଲା ନୂଆ ସୁରାକ୍‌

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like