ପୁରୀରେ ଅକ୍ଟେଭ୍‌ ଫେଷ୍ଟିଭାଲ୍‌ ଉଦ୍‌ଯାପିତ

ପୁରୀ: ଭିନ୍ନ ସଂସ୍କୃତି, ଭିନ୍ନ ପରମ୍ପରା, ଅନନ୍ୟ ଲୋକନୃତ୍ୟ ପୁଣି ଲୋକଗୀତର ତାଳେ ତାଳେ ଦୁଲୁକିଲା ପର୍ଯ୍ୟଟନ ସହର ପୁରୀର ସ୍ୱର୍ଣ୍ଣାଭ ବେଳାଭୂମି। ସୁନ୍ଦର ସୁନ୍ଦର ପୋଷାକ, ପରିପାଟିରେ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟର କଳାକାରମାନେ ତାଙ୍କର ନୃତ୍ୟ ଗୀତ ପରିବେଷଣ କରି ଦୂରଦୂରାନ୍ତରୁ ଆସିଥିବା ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦାଙ୍କୁ ବିମୋହିତ କରିଛନ୍ତି।

ଉଦ୍‌ଘାଟନୀ ଦିବସରେ ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି  ଜିଲ୍ଲାପାଳଙ୍କ ସହ ପ୍ରଶାସନିକ ଉଚ୍ଚ କର୍ତ୍ତୃପକ୍ଷ ଏବଂ ଓଡ଼ିଶାର ପ୍ରତିଷ୍ଠିତ କଳାକାରମାନେ ଯୋଗ ଦେଇଥିଲେ। ଏଭଳି ପେଷ୍ଟିଭାଲ୍ ଭାରତୀୟ ସଂସ୍କୃତି, ପରମ୍ପରାକୁ ଗୋଟିଏ ସୂତ୍ରରେ ବାନ୍ଧି ରଖିଛି ଏବଂ ଏହାଦ୍ୱାରା ଭାଇଚାରା ବଢ଼ିଛି ବୋଲି ରାଜସ୍ୱ ମନ୍ତ୍ରୀ ଓ ଜିଲ୍ଲାପାଳ ଜ୍ୟେତି ପ୍ରକାଶ ଦାସ କହିଛନ୍ତି।

ବେଳାଭୂମିର ସୌନ୍ଦର୍ଯ୍ୟମୟ ପରିବେଶରେ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟର କଳାକାରମାନେ ସେମାନଙ୍କର ନୃତ୍ୟଗୀତରେ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ  କରିଛନ୍ତି। ଅରୁଣାଚଳ ପ୍ରଦେଶର ଡାମିଣ୍ଡା ନୃତ୍ୟ, ଆସାମର ବିହୁ, ମଣିପୁରର ଢୋଲ ଢୋଲକା ଏବଂ ମେଘାଳୟ, ମିଜୋରାମ୍, ନାଗାଲ୍ୟାଣ୍ଡ, ସିକିମ୍ ଓ ତ୍ରିପୁରାର ଶତାଧିକ କଳାକାରଙ୍କ ନୃତ୍ୟଗୀତ ବେଶ ମନୋରମ ଥିଲା।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା

ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ

ଉପକୂଳ ଓଡ଼ିଶାରେ ବନ୍ୟା ବିପଦ

ପଶ୍ଚିମ ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନଙ୍କ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ

ଅଡୁଆରେ ସୁନ୍ଦରଗଡ଼ ଏସ୍‌ପି ; ମାଡ଼ ମାରି ମହିଳାଙ୍କ ଗର୍ଭନଷ୍ଟ କରିଥିବା ଅଭିଯୋଗରେ ମାମଲା ରୁଜୁ

ନିଃସନ୍ତାନ ଥିବାରୁ ଏମିତି ନିଷ୍ପତ୍ତି ନେଲେ କି ପ୍ରଫେସର ଓ ତାଙ୍କ ପତ୍ନୀ ?

ଆଇଆଇସି ଓ ତହସିଲଦାରଙ୍କୁ ଏସ୍‌ଟିଏଫ୍‌ର ଘନଘନ ଜେରା

ଶ୍ରୀମନ୍ଦିର ସୁରକ୍ଷା ନେଇ କ୍ୟାବିନେଟ୍ ନିଷ୍ପତ୍ତି ପରେ ବଢୁଛି ଅସନ୍ତୋଷ

SCB ଆସିବେ ଜଗା କାଳିଆ

ଚୌଦ୍ୱାରର ବିଭିନ୍ନ ସ୍ଥାନରେ ଇମ୍ଫାର ଜନକଲ୍ୟାଣ କାର୍ଯ୍ୟକ୍ରମ

କିଓସ୍କ ବ୍ୟାଙ୍କ ଠକେଇ ମାମଲାରେ କେନ୍ଦ୍ର ପରିଚାଳକ ଗିରଫ

ଆଇଏଏସ ଅଦଳବଦଳ: ଗଗନ ଧଳ ବନ ଉନ୍ନୟନ ନିଗମ ଅଧ୍ୟକ୍ଷ, ସଞ୍ଜିବ ଚୋପ୍ରା ଗୃହ ସଚିବ

You might also like