ଅଭିନେତ୍ରୀ ନିକିତାଙ୍କ ମୃତ୍ୟୁ ଘଟଣାର ନୂଆ ମୋଡ଼

ହତ୍ୟା ଅଭିଯୋଗ ଆଣିଲେ ନିକିତାଙ୍କ ବାପା ସନାତନ ବେହେରା

କଟକ : ଅଭିନେତ୍ରୀ ନିକିତାଙ୍କ ମୃତ୍ୟୁ ଘଟଣା ନେଇଛି ନୂଆ ମୋଡ଼। ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ନିକିତାଙ୍କ ବାପା ସନାତନ ବେହେରା।

ଚାଉଳିଆଗଞ୍ଜ ଥାନାରେ ଜ୍ୱାଇଁ ଓ ନିକିତାଙ୍କ ଶାଶୁଙ୍କ ନାଁରେ ଲିଖିତ ଅଭିଯୋଗ କରିଛନ୍ତି ନିକିତାଙ୍କ ବାପା। ଗତକାଲି ସନ୍ଦେହଜନକ ଭାବେ ନିକିତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାରେ ନିକିତାଙ୍କ ସ୍ୱାମୀ ଲିପନ ସାହୁଙ୍କୁ ଅଟକ ରଖିଛି ପୁଲିସ୍।

You might also like