ଆଉ ନାହାନ୍ତି ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ଶାରଦା ନାୟକ

ଭୁବନେଶ୍ୱର: ଓଡ଼ିଆ ସିନେଜଗତ ପାଇଁ ଦୁଃଖଦ ଖବର। ଆଉ ନାହାନ୍ତି ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଗୀତିକାର ଶାରଦା ପ୍ରସନ୍ନ ନାୟକ। ୯୪ ବର୍ଷ ବୟସରେ ଆଜି ତାଙ୍କର ପରଲୋକ ହୋଇଯାଇଛି।

ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏ ନେଇ ଶାରଦାଙ୍କ ସାନ ଭାଇ ସଂଗୀତଜ୍ଞ ସ୍ୱରୂପ ନାୟକ ସୂଚନା ଦେଇଛନ୍ତି। ଶାରଦା ଅନେକ ସଫଳ ଫିଲ୍ମର ନିର୍ଦ୍ଦେଶନା ଦେବା ସହ ଅନେକ ଫିଲ୍ମରେ ମଧ୍ୟ ସଂଳାପ ଦେଇଥିଲେ। ଶାରଦାଙ୍କ ସଫଳ ଫିଲ୍ମ ମଧ୍ୟରେ ରହିଛି ‘ଲକ୍ଷ୍ମୀ’, ‘କା’, ‘ସ୍ତ୍ରୀ’, ସଂସାର।

ଶାରଦାଙ୍କ ନିର୍ଦ୍ଦେଶିତ ‘ଲକ୍ଷ୍ମୀ’ ଚଳଚ୍ଚିତ୍ର ରାଷ୍ଟ୍ରପତି ପୁରସ୍କାର ହାସଲ କରିଥିଲା। ୨୦୧୩ରେ ସେ ଜୟଦେବ ପୁରସ୍କାରରେ ସମ୍ମାନିତ ହୋଇଥିଲେ। ତାଙ୍କ ଦେହାନ୍ତରେ ସିନେଜଗତରେ ଶୋକର ଛାୟା ଖେଳିଯାଇଛି।

ଆହୁରି ପଢ଼ନ୍ତୁ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

You might also like