• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

ଖୋର୍ଦ୍ଧା : ସାଧାରଣତନ୍ତ୍ର ଦିବସରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଥିବା ସୂଚନା ମିଳିଛି। ଜମ୍ମୁ ଓ କାଶ୍ମୀରର ବାରମୁଲାରେ ଆତଙ୍କବାଦୀଙ୍କ ଗୁଳିରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅଠରାଙ୍ଗ ଗାଁର ହେମନ୍ତ ପଣ୍ଡା ସହିଦ ହୋଇଥିବା ପରିବାର ଲୋକେ କହିଛନ୍ତି।

ବାରମୂଳାରେ ଆତଙ୍କବାଦୀଙ୍କ ଗୁଳିରେ ହେମନ୍ତ ସହିଦ ହୋଇଥିବା ନେଇ ପରିବାର ଲୋକେ ସୂଚନା ଦେଇଛନ୍ତି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Odia-jawan-sahid-in-republic-day
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories