କୋଟାରୁ ବାହୁଡ଼ିଲେ ଓଡ଼ିଆ ଛାତ୍ରଛାତ୍ରୀ, ଏବେ ରହିବେ କେଉଁଠି?

ଭୁବନେଶ୍ୱର: ଓଡ଼ିଶା ଫେରୁଛନ୍ତି ରାଜସ୍ଥାନ କୋଟାରେ ଫସିଥିବା ୧୧୬ ଓଡ଼ିଆ ଛାତ୍ରଛାତ୍ରୀ। ନିଜ ନିଜ ବ୍ୟବସ୍ଥାରେ ସେମାନେ କୋଟାରୁ ବସ୍‌ରେ ଫେରୁଛନ୍ତି। କୋଟାର ଲ୍ୟାଣ୍ଡ ମାର୍କ ସିଟି ଏବଂ ମହାବୀର ନଗରରୁ ଚାରୋଟି ବସ୍‌ରେ ଛାତ୍ରଛାତ୍ରୀମାନେ ଆସୁଥିବା ସୂଚନା ମିଳିଛି।

ଯାତ୍ରା ଆରମ୍ଭ କରିବା ପୂର୍ବରୁ ସମସ୍ତ ଛାତ୍ରଛାତ୍ରୀଙ୍କ ସ୍କ୍ରିନିଂ କରାଯାଇଥିଲା। ବସ୍‌କୁ ମଧ୍ୟ ବିଶୋଧନ କରାଯାଇଥିଲା। ଏହି ବସ୍  ମଧ୍ୟପ୍ରଦେଶ, ଛତିଶଗଡ଼, ସମ୍ବଲପୁର, ଝାରସୁଗୁଡା ଦେଇ ରାଉରକେଲାରେ ପହଞ୍ଚିବ।

ରାଉରକେଲାରେ ପହଁଚିବା ପରେ ପୁଣି ଥରେ ସେମାନଙ୍କ ସ୍କ୍ରିନିଂ କରାଯାଇ କ୍ୱାରେଣ୍ଟଇନରେ ରଖାଯିବ ବୋଲି ଜଣାପଡ଼ିଛି। ସେପଟେ ଛାତ୍ରଛାତ୍ରୀଙ୍କ ଫେରୁଥିବା ଖବର ଶୁଣି ଅଭିଭାବକ ଖୁସି ବ୍ୟକ୍ତ କରିଛନ୍ତି।

ଆହୁରି ପଢ଼ନ୍ତୁ

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

You might also like